ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଟୋକୁ ପିଟିଲା ଟ୍ରକ; ୩ ମୃତ, ୬ ଗୁରୁତର
ମଙ୍ଗଳବାର କାଲାହାଣ୍ଡି ଜିଲ୍ଲାର ଜୁନାଗଡ ଅଞ୍ଚଳରେ ଅଘଟଣ। ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଥିବା ସୂଚନା ରହିଛି।
ସୂଚନା ଅନୁସାରେ ଜିଲ୍ଲାର ଜୁନଗଡ଼ ବ୍ଲକ ଅନ୍ତର୍ଗତ ଦସିଗାଁ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି।…