ଟ୍ରକ୍‌ ସହ କାର ମୁହାଁମୁହିଁ ଧକ୍କା, ୪ ମୃତ ଓ ଜଣେ ଗୁରୁତର

ତିଗିରିଆ: ତିଗିରିଆ ନୂଆସଡ଼କ ଛକରେ ସୋମବାର ଦିନ ପ୍ରାୟ ୩ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଓ ଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ୪ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ…

ବିଷାକ୍ତ ଖାଦ୍ୟ ଖାଇ ମା’ ସହ ୨ ପୁଅଙ୍କ ମୃତ୍ୟୁ

ବିଷାକ୍ତ ଖାଦ୍ୟ ଖାଇ ୩ ମୃତ । ବନ୍ଦ ଘର ଭିତରୁ ଉଦ୍ଧାର ହେଲା ମୃତଦେହ। ମାଆ ଓ ଦୁଇ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ଗଞ୍ଜାମ ଶେରଗଡ଼ ଶ୍ରୀରାମ ନଗରରେ ଘଟିଛି ଏହି ଅଭାବନୀୟ ଘଟଣା । ତେବେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ କପରି ହେଲା କାରଣ ଅସ୍ପଷ୍ଟ ରହିଛି । ମୃତକ…

ଓଲଟିଲା ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ

କଟକ ଶିଖରପୁର ଜାତୀୟ ରାଜପଥରେ ଓଲଟିଛି ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ । ସୂଚନା ଅନୁସାରେ, ଆଜି ସକାଳ ସମୟରେ ଖୋର୍ଦ୍ଧା ଜଟଣୀରୁ କେନ୍ଦ୍ରାପଡା ଯାଉଥିଲା ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ। ଏହି ଟ୍ରକରେ ଥିଲା ପ୍ରାୟ ଦୁଇ ଶହରୁ ଅଧିକ ଗ୍ୟାସ ସିଲିଣ୍ଡର । ଏହି ଘଟଣାଟି  ଶିଖରପୁର ଅଞ୍ଚଳରେ…

ଗିରଫ ହୋଇପାରନ୍ତି ଅଭିନେତ୍ରୀ ଜରିନ ଖାନ !

ଗିରଫ ହୋଇପାରନ୍ତି ବଲିଉଡ ଅଭିନେତ୍ରୀ ଜରିନ ଖାନ । ଜରିନ ଖାନଙ୍କ ନାମରେ ଆରେଷ୍ଟ ଓ୍ଵାରେଣ୍ଟ ଜାରି କରିଛି କୋଲକତାର ଏକ ଅଦାଲତ । ତାଙ୍କ ନାମରେ ଠକିବା ନେଇ ଏକ ମାମଲାର ଶୁଣାଣି କରି ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି । ୨୦୧୮ରେ ଏକ ଇଭେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀ କୋଲକତାର ୬ଟି…

ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା

ପଞ୍ଚଭୂତରେ ବିଲୀନ ହେଲେ ପ୍ରସିଦ୍ଧ ଲେଖିକା ଗୀତା ମେହେଟ୍ଟା । ନୂଆଦିଲ୍ଲୀର ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ଆଦିତ୍ୟ ସିଂ ମେହେଟ୍ଟା ମା’ ଗୀତା ମେହେଟ୍ଟାଙ୍କୁ ମୁଖାଗ୍ନି ଦେଇଛନ୍ତି। ନିଜ ଏକମାତ୍ର ଭଉଣୀଙ୍କ ଶେଷ ସମୟରେ ମୁଖ୍ୟମନ୍ତ୍ରୀ ନବୀନ…

ମୋ ବସ୍-କାର୍ ଦୁର୍ଘଟଣା, ୧ ମୃତ, ୫ ଗୁରୁତର

କୋଣାର୍କ ବାଲିଘାଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାର ସହ ମୋ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି । କାରରେ ବସିଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । କାରରେ ଥିବା ଅନ୍ୟ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ୨…

ଆଜିର ରାଶିଫଳ, 18 ସେପ୍ଟେମ୍ବର 2023, ସୋମବାର, ମହାଦେବଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ…

ମେଷ : ଆଜିର ଦିନ ଆପଣଙ୍କ ଆୟରେ ବୃଦ୍ଧି ଏବଂ ଲାଭ ହେବାର ସୂଚନା ମିଳିବ। ସାମାଜିକ କାର୍ଯ୍ୟଗୁଡ଼ିକରେ ଭାଗ ନେବାରେ ମନ ପ୍ରସନ୍ନ ରହିବ। ମାନ-ସମ୍ମାନ ଏବଂ ଆୟରେ ବୃଦ୍ଧି ହେବ। ବ୍ୟାପାରରେ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟ ନ ବିଗଡ଼ୁ, ଏହାର ଧ୍ୟାନ ରଖିବେ। ଆୟ ଅପେକ୍ଷା ଖର୍ଚ୍ଚ…

ନୂଆ ସଂସଦରେ ଉଡ଼ିଲା ତ୍ରିରଙ୍ଗା, ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି

ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଆଜି ଜାତୀୟ ପତାକା ଉତ୍ତୋଳନ କରାଯାଇଛି | ଏହି ଅବସରରେ ବାଚସ୍ପତି ଓମ୍ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ,…

‘ଯଶୋଭୂମି’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଦ୍ୱାରକାରେ ଉଦଘାଟନ କରିଛନ୍ତି ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନସନ୍ ଆଣ୍ଡ ଏକ୍ସପୋ ସେଣ୍ଟର ବା ଯଶଭୂମି । ‘ୟଶୋଭୂମି’ କାର୍ଯ୍ୟକ୍ଷମ ହେବା ପରେ ଦେଶରେ ସଭା, ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆୟୋଜନ ପାଇଁ ଏକ ବିଶ୍ୱସ୍ତରୀୟ ଭିତ୍ତିଭୂମି ସ୍ଥାପନ…

ବିଶିଷ୍ଟ ଲେଖିକା ତଥା ବଡ଼ ଭଉଣୀଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ନବୀନ । ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ଗତକାଲି ରାତିରେ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି।…