ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର, ‘ରାଜ୍ୟ ଯୋଜନା’ରେ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀ ମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସଂପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ସେ ସବୁର ସମାଧାନ ପାଇଁ…

ବେଗୁନିଆପଡା ଠାରେ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତାର ଉଦଜାପନୀ ଉତ୍ସବ ଅନୁଷ୍ଠିତ

ବେଗୁନିଆପଡା, (ଦେବାଶିଷ ମହାରଣା):ବେଗୁନିଆପଡା ବ୍ଲକ ନିକଟସ୍ଥ ବାପୁଜୀ ଷ୍ଟାଡିୟମ ଠାରେ ଶନିବାର ଦିନ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତାର ଉଦଜାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଇଓ ରୁଦ୍ର ନାରାୟଣ ସାହୁ, ଏ ବି ଇ ଓ ସୋମନାଥ ସେଠି, ଖଲିକୋଟ ଏ ବି ଇ ଓ ରବି ନାରାୟଣ ସେଠି,…

ବିଜେଡିର ସାଙ୍ଗଠନିକ ବୈଠକରେ ଯୋଗ ଦେଲେ ସୁନିତା ପ୍ରଭା ସାହୁ

ବେଗୁନିଆପଡା, (ଦେବାଶିଷ ମହାରଣା):ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ କେ.ବରିଡା ପଂଚାୟତର ଅମରେଶ୍ଵର ମନ୍ଦିର ପ୍ରାଙ୍ଗଣରେ ରବିବାର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କୋଦଳା ଏନ ଏ ସି ର ପୂର୍ବତନ ନଗର ପାଳିକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଉକ୍ତ…

ଆଜିର ରାଶିଫଳ, 17 ସେପ୍ଟେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ମେଷ : ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ। ପରିଜନ, ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସମାରୋହରେ ଉପସ୍ଥିତ ରହି ପାରନ୍ତି। ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଉତ୍ସାହ ରହିବ, କିନ୍ତୁ ଅତି ଉତ୍ସାହରେ କ୍ଷତି ନ ହେଉ ଏହାର ଧ୍ୟାନ ରଖିବେ। ଆଜି କାର୍ଯ୍ୟରେ ସମ୍ପୂର୍ଣ୍ଣ ବ୍ୟସ୍ତ…

ଭିଜିଲାନ୍ସ ଜାଲରେ ଆରଆଇ ବାବୁ, ୪୦୦୦ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତସିଂହପୁର ଜିଲ୍ଲା ବାଲିକୁଦା ତହସିଲ ଅନ୍ତର୍ଗତ ବାହାରଣା ସର୍କଲର ରାଜସ୍ୱ ନିରୀକ୍ଷକ ରମାକାନ୍ତ ବେହେରା। ସେ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଛନ୍ତି। ଜମି ପାର୍ଟିସନ ସୁଟ୍‌ ତଦନ୍ତ ରିପୋର୍ଟ ଦେବା ପାଇଁ ନିକୁଞ୍ଜ ସ୍ୱାଇଁ ନାମକ…

ଲୋକାର୍ପିତ ହେଲା ନେତାଜୀ ବସ୍ ଟର୍ମିନାଲ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ନେତାଜୀ ବସ୍ ଟର୍ମିନାଲ ସହ କଟକ ସହର ପାଇଁ ୧୨ଟି ନୂଆ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୫ ଏକର ଜାଗା ଉପରେ ତିଆରି ହୋଇଥିବା ରାଜ୍ୟର ଏହି ବୃହତ ବସ୍ ଟର୍ମିନାଲ ପାଇଁ ଖର୍ଚ୍ଚ ହୋଇଛି ପ୍ରାୟ ୯୦ କୋଟି। ଏଠାରୁ ୫ ଶହ ବସର ଯିବା ଆସିବା ସୁବିଧା ସହ ରହିଛି…

ବସ୍‌ ଓଲଟି କଣ୍ଡଣ୍ଟରଙ୍କ ସମେତ ୩ ମୃତ, ୮ରୁ ଅଧିକ ଯାତ୍ରୀ ଆହତ

ମଧ୍ୟ ପ୍ରଦେଶର ଉଜ୍ଜୈନରେ ଶୁକ୍ରବାର ରାତିରେ ଏକ ଯାତ୍ରୀବାହୀ ବସ୍‌ ଓଲଟି କଣ୍ଡଣ୍ଟରଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିଛି ଜିଲ୍ଲାର ଖାଚରୋଦ୍‌ ଅଞ୍ଚଳରେ। ପ୍ରବଳ ବର୍ଷା ଏବଂ ଅନ୍ଧାର ହେତୁ ବସ୍‌ଟି ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୮ ଜଣ ଯାତ୍ରୀ ଗୁରୁତର ଆହତ…

ବାପାକୁ କାଠ ଫାଳିଆରେ ପିଟି ପିଟି ହତ୍ୟା କଲା ପୁଅ, ଥାନାରେ ଅଟକ

ବୀଭତ୍ସ କାଣ୍ଡ। ବାପାକୁ କାଠ ଫାଳିଆରେ ପିଟି ହତ୍ୟା କଲା ପୁଅ। ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁମାରପୁର ଗାଁରେ ଏହି ଜଘନ୍ୟକାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ବାପାକୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ କୁମାରପୁର ଗାଁର ରମେଶ ପ୍ରଧାନ। ସୂଚନା ଅନୁସାରେ ସାମାନ୍ୟ କାରଣ ନେଇ ଉଭୟ…

ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ, ପହଁଞ୍ଚିଲା ନୂଆ ଧାନ

ମା’ ସମଲେଇ ପାଖରେ ଲାଗି ହେବ ନୂଆ ଧାନ । ଏଥିପାଇଁ ସମଲେଇଙ୍କ ପୀଠରେ ପହଂଞ୍ଚିଛି ନୂଆଁଧାନ ବା ସରିଆ ଧାନ । ମାଙ୍କଠାରେ ଲାଗି ହେବାକୁ ଥିବା ନବାନ୍ନ ପାଇଁ ଏହି ନୂଆ ସରିଆ ଧାନ ବଲବସପୁର ଅଂଚଳର ସୁବାଷ ବେହେରା ଓ ତାଙ୍କ ପରିବାର ମୁଖ୍ଯ ପୂଜକଙ୍କୁ ପ୍ରଦାନ କରିଛନ୍ତି । ଏହି ନୂଆଁଧାନକୁ…

‘ରାଜ୍ୟ ରେ ନାହିଁ ବନ୍ୟା ସ୍ଥିତି, ଆଲର୍ଟରେ ଅଛନ୍ତି ବିଭାଗୀୟ ଅଧିକାରୀ’

ରାଜ୍ୟରେ ବନ୍ୟା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି । କହିଛନ୍ତି ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । କିନ୍ତୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ପଶିଛି । ଏଥିଲାଗି ସମସ୍ତ…