ମକରାପଲ୍ଲୀ ଗ୍ରାମବାସୀ ସ୍ବପ୍ନ ପୂରଣ କଲେ ଦଶପଲ୍ଲା ବିଧାୟକ

ନୂଆଗାଁ : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ କାପ୍ତାପଲ୍ଲୀ ଗ୍ରାମପଞ୍ଚାୟତ ମକରାପଲ୍ଲୀ ଗ୍ରାମରେ ମା ମହାମାୟୀ ଙ୍କ ନୂତନ ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୂଚନା ଥାଉକି ମକରା ପଲ୍ଲୀ ଗ୍ରାମ ରେ ମହାମାୟୀ ଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ…

ବିଶ୍ୱକର୍ମା ପୂଜାରେ ଦଶପଲ୍ଲା ବିଧାୟକଙ୍କ ଯୋଗଦାନ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ପବିତ୍ର ବିଶ୍ୱକର୍ମା ପୂଜା ଅନୁଷ୍ଠିତ ହୋଇଯାଇଛି । ହିନ୍ଦୁ ପଞ୍ଚାଙ୍ଗ ଅନୁସାରେ, ସୂର୍ଯ୍ୟ ସିଂହରାଶିରୁ ଯାଇ କନ୍ୟା ରାଶିରେ ପ୍ରବେଶ କଲେ କନ୍ୟା ସଂକ୍ରାନ୍ତି ହୋଇଥାଏ। ଏହି ସଂକ୍ରାନ୍ତିର ବିଶେଷ ମହତ୍ତ୍ୱ ହେଉଛି, ଏହି ଦିନଟି…

ନୂଆଗାଁ ଥାନା ଅଧିକାରୀ ନାରାୟଣ ଲେଙ୍କାଙ୍କ ତତ୍ତ୍ଵାବଧାନରେ ସଚେତନତା କାର୍ଯ୍ୟକ୍ରମ

ନୂଆଗାଁ: :ନୟାଗଡ ଜିଲ୍ଲା ନୂଆଗାଁ ଥାନା ତରଫରୁ ନୂଆଗାଁ ବ୍ଲକ୍ ସଦରମହକୁମାରେ ଫ୍ଲାଗମାର୍ଚ୍ଚ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୂଚନା ଥାଉକି ଆଗାମୀ ଦିନରେ ବିଭିନ୍ନ ସ୍ଥାନରେ ପାର୍ବଣ ପର୍ବ ହେବାକୁ ଯାଉଥିବା ଦୃଷ୍ଟିରେ ରଖି ନୂଆଗାଁ ଥାନା ଅଧିକାରୀ ନାରାୟଣ ଲେଙ୍କାଙ୍କ ତତ୍ତ୍ଵାବଧାନରେ…

ନୂଆଗାଁ ବ୍ଲକ୍ ରେ ସମୂହ ଛୁଟିରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ପାଠପଢ଼ା ଠପ୍

ନୂଆଗାଁ,: ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରସନ୍ ଡାକରାରେ ସମଗ୍ର ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକ ମାନେ ସମୂହ ଛୁଟି ନେଇ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଠାରେ ୩ ଦଫା ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି। ନୂଆଗାଁ ବ୍ଲକ୍ ର ୪ ଶହ ରୁ…

ନୂଆଗାଁ ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘର ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଆଗରେ ଧାରଣା

ନୂଆଗାଁ : ନୂଆଗାଁ ବ୍ଲକ୍ ନିଖିଳ ଉତ୍କଳ ପ୍ରାଥମିକ ସଙ୍ଘ ପକ୍ଷରୁ ତରଫରୁ ୩ ଦଫା ଦାବି ନେଇ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି l ଏହି ଆନ୍ଦୋଳନ ଯୋଗୁଁ ନୂଆଗାଁ ବ୍ଳକର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଠପଢ଼ା ବ୍ୟାଘାତ ସୃଷ୍ଟି ହେବ | ଏହି…

ରାଜ୍ୟ ପାରମ୍ପପାରିକ ଗୋପାଳ ସମାଜର ନନ୍ଦ ଉତ୍ସବରେ ଯୋଗଦେଲେ ଦଶପଲ୍ଲା ବିଧାୟକ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ କୋରଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ମହିତମା ଠାରେ ଆୟୋଜିତ ୦୯ ରାଜ୍ୟ ପାରମ୍ପପାରିକ ଗୋପାଳ ସମାଜର ନନ୍ଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜିର ଏ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଦଶପଲ୍ଲା ତଥା ବିଜେଡି ଜିଲ୍ଲା ସଭାପତି ନୟାଗଡ଼ ଶ୍ରୀ ରମେଶ ଚନ୍ଦ୍ର…

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବଳକେନ୍ଦ୍ର ଉଦଘାଟନ କରିବା ସହ ଗୁରୁପୂଜନ ପର୍ବରେ ଯୋଗଦେଲେ ଦଶପଲ୍ଲା ବିଧାୟକ

ନୂଆଗାଁ :ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସଂପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବଳ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉଦ୍ଘାଟନ…

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟlଳୟ ମଧ୍ୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା…

ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଏବଂ ଗମନା ଗମନ ଉପରେ ଗୁରୁତ୍ୱାରୋପ କଲେ ଦଶପଲ୍ଲା ବିଧାୟକ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ପରିସରରେ ଥିବା ସଭା ଗୃହରେ ନୂଆଗାଁ ପଞ୍ଚାୟତ ସମିତିର ପଞ୍ଚମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।।। ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଧାରଣ ଅଧିବେଶନରେ ମୁଖ୍ୟ ଅତିଥିଭାବେ ଦଶପଲ୍ଲା ଯୁବ ବିଧାୟକ ରମେଶ…

ବନ୍ଧାଭୂଇଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶୁଭ ଉଦଘାଟନ କଲେ ଦଶପଲ୍ଲା ବିଧାୟକ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବେରୁଆଁବାରି ପଞ୍ଚାୟତ ବନ୍ଧାଭୂଇଁ ଗ୍ରାମରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶୁଭ ଉଦ୍ଘାଟନ ଉତ୍ସବ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ…