Browsing Category

ଜାତୀୟ

Get all the latest national news from Bharathalchal News. Get India politics, entertainment, sports and weather news updates from Bharathalchal News.

ବଦଳିଲା ପୁରୁଣା ସଂସଦ ଭବନର ନାମ ହେଲା ‘ସମ୍ବିଧାନ ସଦନ’

ପୁରୁଣା ସଂସଦ ଭବନ ଇତିହାସ ପାଲଟିଛି | ଅନ୍ତିମ ଦିନରେ ପୁରୁଣା ଭବନର ସେଣ୍ଟ୍ରାଲ ହଲରେ ଅଭିଭାଷଣ ରଖି ବିଗତ ୭୫ ବର୍ଷର ଯାତ୍ରାକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ପୁରୁଣା ସଂସଦ ଭବନର ନୂଆ ନାମକରଣ ପାଇଁ ମଧ୍ୟ ପ୍ରସ୍ତାବ ଦେଇଛନ୍ତି। ପୁରୁଣା ଭବନକୁ ‘ସମ୍ବିଧାନ ସଦନ…

ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା

ପଞ୍ଚଭୂତରେ ବିଲୀନ ହେଲେ ପ୍ରସିଦ୍ଧ ଲେଖିକା ଗୀତା ମେହେଟ୍ଟା । ନୂଆଦିଲ୍ଲୀର ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ଆଦିତ୍ୟ ସିଂ ମେହେଟ୍ଟା ମା’ ଗୀତା ମେହେଟ୍ଟାଙ୍କୁ ମୁଖାଗ୍ନି ଦେଇଛନ୍ତି। ନିଜ ଏକମାତ୍ର ଭଉଣୀଙ୍କ ଶେଷ ସମୟରେ ମୁଖ୍ୟମନ୍ତ୍ରୀ ନବୀନ…

କବିସୂର୍ଯ୍ୟନଗର ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କ ଜନ୍ମ ଦିବସ ବେଶ ଧୂମଧାମ ରେ ପାଳିତ

କୋଦଳା, (ଦେବାଶିଷ ମହାରଣା):ଭାରତ ର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କ 73 ତମ ଜନ୍ମ ଜୟନ୍ତୀ ବିଭିନ୍ନ ସ୍ଥାନରେ ବହୁ ଆଡମ୍ବରରେ ପାଳିତ ହୋଇଯାଇଛି | ଏଥି ଅବସରରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ର ବରିଷ୍ଠ ବିଜେପି ନେତା ତଥା ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ…

ନୂଆ ସଂସଦରେ ଉଡ଼ିଲା ତ୍ରିରଙ୍ଗା, ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି

ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଆଜି ଜାତୀୟ ପତାକା ଉତ୍ତୋଳନ କରାଯାଇଛି | ଏହି ଅବସରରେ ବାଚସ୍ପତି ଓମ୍ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ,…

‘ଯଶୋଭୂମି’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଦ୍ୱାରକାରେ ଉଦଘାଟନ କରିଛନ୍ତି ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନସନ୍ ଆଣ୍ଡ ଏକ୍ସପୋ ସେଣ୍ଟର ବା ଯଶଭୂମି । ‘ୟଶୋଭୂମି’ କାର୍ଯ୍ୟକ୍ଷମ ହେବା ପରେ ଦେଶରେ ସଭା, ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆୟୋଜନ ପାଇଁ ଏକ ବିଶ୍ୱସ୍ତରୀୟ ଭିତ୍ତିଭୂମି ସ୍ଥାପନ…

ପଶ୍ଚିମବଙ୍ଗରେ ସ୍ଟିଲ୍ ପ୍ଲାଣ୍ଟ ଖୋଲିବେ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି

ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର ଅନ୍ତର୍ଗତ ସାଳବନୀରେ ଇସ୍ପାତ କାରଖାନା ସ୍ଥାପନ କରିବେ ବୋଲି ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲୀ କହିଛନ୍ତି। ୧୨ ଦିନିଆ ଗସ୍ତରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜଙ୍କ ସହିତ ସ୍ପେନ୍‌ ଓ ଦୁବାଇ ଯାଇଥିବା ଗାଙ୍ଗୁଲୀ…

ଜନ୍ମ ପ୍ରମାଣପତ୍ର ହେବ ଏକକ ଦସ୍ତାବିଜ୍: ଅକ୍ଟୋବର ପହିଲାରୁ ଲାଗୁ ହେବ ନୂଆ ନିୟମ

ଏଣିକି ଜନ୍ମ ପ୍ରମାଣପତ୍ରରେ ସବୁ କିଛି କାର୍ଯ୍ୟ ହେବ । ଏଣିକି ଜନ୍ମ ପ୍ରମାଣପତ୍ରକୁ ସିଙ୍ଗଲ ଡକ୍ୟୁମେଣ୍ଟ ଭାବେ ବ୍ୟବହାର କରିହେବ । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧ରୁ ପରିବର୍ତ୍ତିତ ନିୟମରେ କାର୍ଯ୍ୟ କରାଯିବ । ନାମଲେଖା, ଡ୍ରାଇଭିଂ…

ଟ୍ରେନରେ ଲାଗିଗଲା ନିଆଁ

ହୁତୁହୁତୁ ହୋଇ ଜଳିଗଲା ଟ୍ରେନ ବଗ ।  କିନ୍ତୁ ଅଳ୍ପକେ ବର୍ତ୍ତିଗଲେ ବଗିରେ ଥିବା ସମସ୍ତ ଯାତ୍ରୀ। ଆଜି ଗୁଜରାଟର ଗୋଧ୍ରା ଯାଉଥିବା ଗୋଟିଏ ମେମୁ ଟ୍ରେନରେ ଏପରି ଦୁର୍ଘଟଣା ଘଟିଛି । ଜାକୋଟ ଷ୍ଟେସନ ନିକଟରେ ଦାହୋଡ ଆନନ୍ଦ ମେମୁ ଟ୍ରେନର ଗୋଟିଏ ବଗି ହୁତୁହୁତୁ ହୋଇ ନଷ୍ଟ ହୋଇଯାଇଛି। ଏହାର…

ବିଶ୍ୱକର୍ମା ପୂଜାରେ ପିଏମ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରିବେ ମୋଦି

କାରିଗରମାନେ ସମାଜର ସୌନ୍ଦର୍ଯ୍ୟ କରଣ କରୁଛନ୍ତି କିନ୍ତୁ ତାଙ୍କ ବିଷୟରେ ସମାଜରେ କେହି ଚିନ୍ତା କରୁନଥିବା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ “ବିଶ୍ୱକର୍ମା ଯୋଜନା”ର ଆରମ୍ଭ କରିଛନ୍ତି । ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଚଂଳର ପାରମ୍ପରିକ କାରିଗର ଓ ଶିଳ୍ପକାରମାନେ ଉପକୃତ…

ସାମାନ୍ୟ ଜମି ବିବାଦରୁ ରାତିରେ ଶୋଇଥିବା ବେଳେ ଝିଅ, ଜ୍ୱାଇଁ ଓ ଶ୍ୱଶୁରଙ୍କୁ ଗୁଳି କରି ହତ୍ୟା

ସାମାନ୍ୟ ଜମି ବିବାଦ ପାଇଁ ଶ୍ୱଶୁର,ଜ୍ୱାଇଁ ଏବଂ ଝିଅକୁ ଗୁଳି କରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶର କୌଶାମ୍ବି ଜିଲ୍ଲା ସନ୍ଦୀପ ଘାଟ ପୋଲିସ ଷ୍ଟେସନ ଅଞ୍ଚଳର ପଣ୍ଡା ଛକ ଠାରେ ଏଭଳି ଘଟଣା ଘଟିଥିବା ଜଣା ପଡ଼ିଛି । ହତ୍ୟା କରିବା ପରେ ନିକଟରେ ଥିବା ଅନେକ ଘରେ ନିଆଁ ଲଗାଇ…